୨୫ବର୍ଷ ପରେ…

ବଲିଉଡ୍‌ର ଅନ୍ୟତମ ଲୋକପ୍ରିୟ ଅଭିନେତା ରିଷି କପୁର। ଯୁବାବସ୍ଥାରେ ସେ ନିଜକୁ ଜଣେ ରୋମାଣ୍ଟିକ ନାୟକ ଭାବରେ ପରିଚୟ ସୃଷ୍ଟି କରିଥିଲେ। ‘ବବି, ପ୍ରେମ ରୋଗ, ସରଗମ୍‌, କର୍ଜ, ନସିବ ଅପନା ଅପନା, ଦୋସ୍ତି ଦୁସ୍‌ମନୀ, ନାଗିନା, ଚାନ୍ଦିନୀ, ହେନା, ବୋଲ୍‌ ରାଧା ବୋଲ୍‌, ଦାମିନୀ, ଦିଓ୍ବାନା, ଅମର ଆକବର ଆନ୍ଥୋନୀ’ ପରି ଶତାଧିକ ସିନେମାରେ ନିଜର ଅଭିନୟ ଦକ୍ଷତା ଦେଖାଇ ସାରିଛନ୍ତି। ପ୍ରଥମ ସିନେମା ‘ବବି’ ପାଇଁ ସେ ଶ୍ରେଷ୍ଠ ନବାଗତ ଅଭିନେତା ଭାବରେ ଫିଲ୍ମ ଫେୟାର ପୁରସ୍କାର ହାସଲ କରିଥିଲେ। ହେଲେ ଏହାର ୨୫ବର୍ଷ ପରେ ସେ ଦ୍ୱିତୀୟ ଥର ପାଇଁ ଏହି ପୁରସ୍କାର ଜୀବନବ୍ୟାପୀ ସାଧନା ପାଇଁ ପାଇଥିଲେ। ନିତୁ ସିଂଙ୍କୁ ବିବାହ କରିବା ପୂର୍ବରୁ ଦୁହିଁଙ୍କ ଭିତରେ ପ୍ରେମ ସମ୍ପର୍କ ଥିଲା। ସେତେବେଳେ ନିତୁଙ୍କୁ ସବୁବେଳେ ସେ ଚିଡ଼ାଉଥିଲେ। ଥରେ ‘ଅମର ଆକବର ଆନ୍ଥୋନୀ’ ଫିଲ୍ମର ଶୁଟିଂ ସମୟରେ ନିତୁ ମେକଅପ ନେଉଥାଆନ୍ତି। ଏହି ସମୟରେ ରିଷି ମେକଅପ ରୁମ୍‌କୁ ଆସି କହିଲେ, ‘ନିତୁ ତୁମକୁ ଏହି ମେକଅପ ମାନୁନାହିଁ। ଏହା କହି ସେ ତାଙ୍କ ଗାଲରେ କାଜଲ ଲଗାଇ ଦେଇଥିଲେ। ତା’ପରେ ନିତୁ ପୁଣି ଥରେ ମେକଅପ ନେଇଥିଲେ। ମାଧୁରୀ ଦୀକ୍ଷିତଙ୍କ ସହ ରିଷି ବେଶ୍‌ କେତୋଟି ସିନେମାରେ ଅଭିନୟ କରିଛନ୍ତି। ପୁଣି ଏପରି ସଂଯୋଗ ‘ୟେ ଜଓ୍ବାନୀ ହୈ ଦିଓ୍ବାନୀ’ରେ ତାଙ୍କର ପୁଅ ରଣବୀର କପୁରଙ୍କ ସହ ମାଧୁରୀ ଏକ ଆଇଟମ ନମ୍ବରରେ ନାଚିଥିଲେ। ‘ଦିଓ୍ବାନା’ ଚଳଚ୍ଚିତ୍ରରେ ‘ଐସି ଦିଓ୍ବାନଙ୍ଗି ଦେଖା ନହିଁ କହିଁ’ ଗୀତରେ ଶାହରୁଖ-ଦିବ୍ୟା ଭାରତୀଙ୍କୁ ଦେଖିବାକୁ ମିଳିଥିଲା। କିନ୍ତୁ ପ୍ରଥମେ ଏହି ଗୀତରେ ଶାହରୁଖଙ୍କ ବଦଳରେ ନିଜକୁ ସାମିଲ କରିବାକୁ ରିଷି ଚାପ ପକାଇଥିଲେ ବୋଲି ଶୁଣିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?