ମାଧପୁର, ୧୭।୭(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ବଜାର ଉପକଣ୍ଠରେ ଥିବା ଏକମାତ୍ର ଗ୍ରାମ୍ୟବ୍ୟାଙ୍କ ଏଟିଏମ୍ ଦୀର୍ଘ ୨୫ ଦିନରୁ ଊର୍ଦ୍ଧ୍ୱ ହେବ ଖରାପ ହୋଇପଡ଼ିଛି। ଫଳରେ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଏଟିଏମ୍ ଉପରେ ଆଖପାଖର ୫/୬ ପଞ୍ଚାୟତ ଲୋକେ ନିର୍ଭର କରନ୍ତି। ତେବେ ଏହା ଗ୍ରାମ୍ୟବ୍ୟାଙ୍କ ଏଟିଏମ୍ ହୋଇଥିବାରୁ ଏହା କେବଳ ଦିନବେଳା ଖୋଲା ରହିଥାଏ। ସେଥିରେ ପୁଣି ଅଧିକାଂଶ ସମୟ ଟଙ୍କାର ଅଭାବ ଦେଖାଦେଇଥାଏ। କିନ୍ତୁ ଏହା ୨୫ ଦିନରୁ ଊଦ୍ଧର୍ବ ହେବ ସମ୍ପୂର୍ଣ୍ଣ ବନ୍ଦ ଥିବାରୁ ଲୋକେ ନାନା ଅସୁବିଧା ଭୋଗ କରୁଛନ୍ତି। ତେଣୁ କର୍ତ୍ତୃପକ୍ଷ ଏ ବିଷୟରେ ଚିନ୍ତାକରି ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିବାରୁ ବ୍ୟାଟେରି ଖରାପ ଅଛି, ଉପରିସ୍ଥ ଅଧିକାରୀଙ୍କୁ ଜଣାଯାଇଛି ବୋଲି କହିଛନ୍ତି।
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
Archives


