ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବେଶ କରିବ। ଏଥିଯୋଗୁ ସର୍ବନିମ୍ନ ତାପମାତ୍ର ୩ରୁ ୪ ଡିଗ୍ରୀ ସେଲ୍ସିୟସ ତଳକୁ ଖସିଯିବ। ପୁଣି ଥଣ୍ଡା ପ୍ରକୋପ ବଢ଼ିବା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୧୩.୨, ସୁନ୍ଦରଗଡ଼ ୧୩, ବରଗଡ଼ ୧୪.୮ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…
ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ
ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…
ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି
ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…
ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…
ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…
କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ
ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…
ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ
ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…
ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…
ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…
ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ
ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…
Archives

