୨୫୯ ଦୋକାନ ଉପରେ ଚଢାଉ: ୨୮୪ କେଜି ପଲିଥିନ ଜବତ, ୫୪ ହଜାର ଟଙ୍କା ଜରିମାନା ଆଦାୟ

ଜୟପୁର,୧ା୭ (ନି.ପ୍ର)- ଜୟପୁର ସହରରେ ବେଆଇନ ଭାବେ ପଲିଥିନ କାରବାର ଜୋରସୋରରେ ଚାଲିଛି ା ଏହାକୁ ରୋକିବା ଲାଗି ଏକ ଟିମ୍‌ ୫ ଦିନ ହେବ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ା ଏହି ଟିମ୍‌ ଚଢାଉ କରି ୫୦ ମାଇକ୍ରୋନରୁ କମ୍‌ଥିବା ବେଆଇନ ପଲିଥିନକୁ ଜବତ କରିଛି ା ୫ ଦିନ ମଧ୍ୟରେ ୨୫୯ ଟି ଦୋକାନ ଉପରେ ଚଢାଉ କରାଯାଇ ୨୮୪ କେଜି ପିଲିଥିନ ଜବତ କରାଯାଇଛି ା ଏମାନଙ୍କଠାରୁ ୫୪୦୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସୋମବାର ସହରର କେବିଏସଡି ରୋଡ, ତାରିଣି ଛକ, ଜୟନଗର, କୁମ୍ବାରସାହି, ପ୍ରସାଦରାଓପେଟା ଜେଲ ରୋଡ ଆଦି ସ୍ଥାନରେ ଥିବା ୭୯ଟି ଦୋକାନ, ହୋଟେଲରେ ଚଢାଉ କରାଯାଇଥିଲା ା ସେଥିମଧ୍ୟରୁ ୩୧ଟି ଦୋକାନରୁ ପଲିଥିନ ଜବତ କରାଯାଇଥିବା ବେଳେ ୬୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେହିପରି ରବିବାର ସହରର ପାରାବେଢା, ଏମ.ଜିରୋଡ, ମୁଖ୍ୟ ରାସ୍ତାରେ ଥିବା ୪୯ଟି ଦୋକାନ ଉପରେ ଚଢାଉ କରାଯାଇ ୩୧ଟି ଦୋକାନରୁ ପଲିଥିନ ଜବତ କରାଯାଇଥିଲା ା ଏଥିସହ ୯୧୦୦ ଟଙ୍କା ଜବତ କରାଯାଇଛି ା ଏହି ଚଢାଉରେ ଜୟପୁର ଅତିରିକ୍ତ ତହସିଲଦାର ମାନସ ପଟ୍ଟନାୟକ ମାଜିଷ୍ଟେଟ ଭାବେ ଉପସ୍ଥିତ ଥିଲେ ା ଏହି ଟିମ୍‌ରେ ଟାଉନ ପୋଲିସ, ବନ ବିଭାଗ, ପୌରପରିଷଦ , ମେଡିକାଲ କର୍ମଚାରୀ ରହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri