୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ ନେଇ ଧରପଗଡ ପରେ ମେଟ୍ରୋ ସହର ବେପାରୀ ଏବେ ପୁରୀ ମୁହଁ। ହୋଇଛନ୍ତି। ଗତ ୬ତାରିଖରେ ନରେନ୍ଦ୍ରକୋଣ ଅଞ୍ଚଳରେ ଜଣେ ମହିଳାଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଅବକାରୀ ପୋଳିସ ଗିରଫ କରିଥିବାବେଳେ ଶୁକ୍ରବାର ପୁଣି ଜଣେ ମହିଳାଙ୍କୁ ଉକ୍ତ ଅଞ୍ଚଳରୁ ବ୍ରାଉନସୁଗାର ସହ ଗିରଫ କରିଛି। ଗିରଫ ମହିଳା ହେଲେ ପାଞ୍ଚେଇ ନାୟକ(୪୦)। ତାଙ୍କ ଠାରୁ ୨୫ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ମିଳିଥିବା ସୂଚନା ପ୍ରକାରେ ପାଞ୍ଚେଇ ନରେନ୍ଦ୍ରକୋଣ ଅଞ୍ଚଳରେ ଏକ ବ୍ରାଉନସୁଗାର ପୁଡିଆ ଧରି ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। କୌଣସି ସୂତ୍ରରୁ ଖବରପାଇ ସଦର ଅବକାରୀ ଆଇଆଇସି ବିକାଶ କୁମାର ନାୟକ ଏକ ଟିମ୍‌ ସହ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ଗ୍ରାହକ ସାଜି ତାଙ୍କ ସହ ମୂଲଚାଲ କରିଥିଲେ। ପରେ ପୋଲିସ ତାଙ୍କୁ ବ୍ରାଉନସୁଗାର ସହ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri