ନୂଆଦିଲ୍ଲୀ,୨୭-୭: କେନ୍ଦ୍ର ସରକାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ୨୦ରୁ ୨୫ ବିମାନବନ୍ଦରକୁ ଘରୋଇକରଣ କରିବେ ବୋଲି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ(ଏଏଆଇ) ଅଧ୍ୟକ୍ଷ ଗୁରୁପ୍ରସାଦ ମହାପାତ୍ର ଶୁକ୍ରବାର ପ୍ରକାଶ କରିଛନ୍ତି। ଗତବର୍ଷ ପିପିପି ମୋଡ୍ରେ ଲକ୍ଷ୍ନୌ, ଅହମ୍ମଦାବାଦ୍, ଜୟପୁର, ମାଙ୍ଗାଲୋର, ଥିରୁଭାନନ୍ଥପୁରମ ଏବଂ ଗୁଆହାଟୀ ବିମାନବନ୍ଦରର ଘରୋଇକରଣ କରାଯାଇଥିଲା। ଫେବୃୟାରୀରେ ଅଡାନୀ ଗ୍ରୁପ୍ ୬ ବିମାନବନ୍ଦର ମଧ୍ୟରୁ ୫ର ନିଲାମ ନେଇଛି। ମହାପାତ୍ର କହିଛନ୍ତି ଯେ, ସରକାର ଇତିମଧ୍ୟରେ ୬ ବିମାନବନ୍ଦରର ଘରୋଇକରଣ କରିସାରିଛନ୍ତି। ବାର୍ଷିକ ୧୦ରୁ ୧୫ ଲକ୍ଷ ଯାତ୍ରୀ ଯାତାୟତ କରୁଥିବା ବିମାନବନ୍ଦରଗୁଡ଼ିକ ମଧ୍ୟରୁ ୨୦ରୁ ୨୫ର ଘରୋଇକରଣ ହେବ।
ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…
ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…
ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…
ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…
SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍, ଅକ୍ଟୋବର ୧ରୁ କ୍ୟାଶ୍ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ
ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…
ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍ ବଢ଼ିବାର ବଡ଼ କାରଣ
ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…
ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର
ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…
ରୁଫ୍ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ
ଭୁବନେଶ୍ୱର, ୨୧।୮: ‘ପିଏମ୍ ସୂର୍ଯ୍ୟଘର ମୁଫ୍ତ ବିଜ୍ଲି’ ଯୋଜନା ଅଧୀନରେ ରୁଫ୍ଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…
ସିମ୍ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…
ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…
ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍, ଜାଣନ୍ତୁ କାହାକୁ ମିଳିବ ଲାଭ…
ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍ସନ୍ଭୋଗୀଙ୍କ ପେନ୍ସନ୍ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…
Archives

