୨୫ ହଜାର କୋଟି କ୍ଷତି ସହିବ ବିମାନ ଶିଳ୍ପ

ନୂଆଦିଲ୍ଲୀ,୮।୫: ଲକ୍‌ଡାଉନ ପାଇଁ ସାରା ବିଶ୍ୱରେ ବିମାନ ଶିଳ୍ପ ବଜାର ଏବେ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। କରୋନା ଲକ୍‌ଡାଉନ ପାଇଁ ଭାରତ ବଜାର ୨୫ ହଜାର କୋଟି ଟଙ୍କାର କ୍ଷତି ସହିବ ବୋଲି ରେଟିଂ ଏଜେନ୍ସି କ୍ରିସିଲ ପକ୍ଷରୁ ସୂଚନା ଦିଆଯାଇଛି। ସାରା ଦେଶରେ ୧୭ ମେ ଯାଏ ଲକ୍‌ଡାଉନ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିମାନ ଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଛି। ଏହି କ୍ଷେତ୍ରରେ କାମ କରୁଥିବା କୋଟି କୋଟି ଲୋକଙ୍କ ନିଯୁକ୍ତି ଉପରେ ଏବେ ସଙ୍କଟ ରହିଛି। ବିମାନ ଚଳାଚାଳ କ୍ଷେତ୍ରକୁ ସରକାର ଶୀଘ୍ର ସହାୟତା ପ୍ରଦାନ କ୍ଷେତ୍ରରେ ଏଠାରେ କାର୍ଯ୍ୟରତ ଲୋକଙ୍କର ଛଟେଇ ଆରମ୍ଭ ହୋଇଯିବ ବୋଲି ଆଶଙ୍କା ପ୍ରକଟ କରାଯାଉଛି।
ଲକ୍‌ଡାଉନ ପରେ ମଧ୍ୟ ଏହି ଶିଳ୍ପ ଗଭୀର ଭାବେ କ୍ଷତିଗ୍ରସ୍ତ ହେବ ବୋଲି କୁହାଯାଇଛି। କାରଣ କଟକଣା ଉଠିଗଲେ ମଧ୍ୟ ଲୋକମାନେ ଯାତ୍ରା ପାଇଁ ଏତେଟା ଆଗ୍ରହ ଦେଖାଇବେ ନାହିଁ। କରୋନା ମାମଲା ନିୟନ୍ତ୍ରଣ ହେଉ ନ ଥିବା ଯୋଗୁ ବଜାର ଏତେ ଶୀଘ୍ର ସୁଧୁରିଯିବ ବୋଲି ଆଶା କରିବା ଠିକ୍‌ ହେବ ନାହିଁ। ସେହିଭଳି ବିମାନ ଚଳାଚଳ ଶିଳ୍ପ ସହ ଜଡିତ ଅଂଶୀଦାରମାନେ ମଧ୍ୟ ଏହି ସମୟରେ ଗଭୀର କ୍ଷତି ସହିବେ। ଲକ୍‌ଡାଉନ ବଢିଲେ ଏହି କ୍ଷତି ପରିମାଣ ମଧ୍ୟ ବଢିଯିବ ବୋଲି କ୍ରିସିଲ ଏହାର ରିପୋର୍ଟରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?