୨୬ରେ ସୂର୍ଯ୍ୟୋପରାଗ: ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ସୂର୍ଯ୍ୟୋପରାଗ ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସୂଚନାଯୋଗ୍ୟ, ୨୬ତାରିଖ ସକାଳେ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୨୮ମିନିଟରେ ଶେଷ ହେବ। ସକାଳ ୯ଟା ୪୬ ମିନିଟରେ ସର୍ବାଧିକ ପରାଗ ଦେଖାଯିବ। ଉକ୍ତ ସମୟରେ ଚନ୍ଦ୍ର ସୂର୍ଯ୍ୟଙ୍କୁ ପ୍ରାୟ ୫୫-୬୫% ଘୋଡ଼ାଇଦେବ ଏବଂ ସୂର୍ଯ୍ୟର ଆଲୋକ ମଳିନ ପଡ଼ିବା ସହ ଏହା ଅଧାଖଣ୍ଡିଆ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri