୨୬୧ କୋଚରେ ଆଇସୋଲେଶନ ୱାର୍ଡ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୪।୪: କରୋନା ବିରୋଧୀ ଲଢେଇରେ ପୂର୍ବତଟ ରେଳପଥ ଏହାର ଯୋଗଦାନ ରଖିଛି। ମୋଟ ୨୬୧ କୋଚ୍ ମଧ୍ୟରୁ ରେଳପଥ ପକ୍ଷରୁ ଭୁବନେଶ୍ୱର କୋଚିଂ ଡିପୋରେ ୪୬ କୋଚକୁ ଆଇସୋଲେଶନ ୱାର୍ଡରେ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେହିଭଳି ଏହା ମାସ୍କ ଏବଂ ସାନିଟାଇଜର ମଧ୍ୟ ପ୍ରସ୍ତୁତ କରୁଥିବା ସୂଚନା ରହିଛି। ବର୍ତ୍ତମାନ ସୁଦ୍ଧା ୪୩୦ ଲିଟରରୁ ଅଧିକ ସାନିଟାଇଜର ଏବଂ ୨୪,୩୧୪ରୁ ଅଧିକ ମାସ୍କ ଏହା ପ୍ରସ୍ତୁତ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri