୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ବାଲୁକାକଳାରେ ଶହୀଦଙ୍କୁ ମନେପକାଇଲେ ସୁଦର୍ଶନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ୨୦୦୮ ନଭେମ୍ବର ୨୬ରେ ବମ୍ବେରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ପୂରିଛି ୧୧ବର୍ଷ। ଏହି ଅବସରରେ ହିରୋମାନଙ୍କୁ ମନେପକାଇ ବାଲୁକାଶିଳ୍ପୀ ସୁଦର୍ଶନ ପୁରୀ ବେଳାଭୂମିରେ ଏକ ବାର୍ତ୍ତା ଦେଇଛନ୍ତି। ୨୬/୧୧ ଆକ୍ରମଣ ଅଭୂଲା ବୋଲି ସେ କହିବା ସହ ଏହାକୁ ସାମ୍ନା କରିଥିବା ଶହୀଦମାନଙ୍କୁ ସାଲୁଟ୍‌ ବୋଲି ସେ କହିଛନ୍ତି।

ତେବେ ଏହି ଆକ୍ରମଣରେ ୧୬୬ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଶହରୁ ଅଧିକ ଲୋକ ଆହତ ହୋଇଥିଲେ। ଏପରିକି ଆହତମାନଙ୍କ ମଧ୍ୟରେ ୨୮ଜଣ ବିଦେଶୀ ନାଗରିକ ଥିଲା। ଘଟଣାରେ ଗିରଫ ହୋଇଥିବା ଆତଙ୍କବାଦୀ ଅଜମଲ ଆମିର୍‌ କସାବଙ୍କୁ ଫାଶି ଦଣ୍ଡାଦେଶ ହୋଇଥିଲା। ହେଲେ ଏହି ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ ହାଫିଜ୍‌ ସଇଦ୍‌ ଏବେ ବି ପାକିସ୍ତାନରେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri