୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ ବୋଲି ସେ କହିଛନ୍ତି। କାରଣ ଏବେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ(ଓବିସି) ଓ ୟୁନାଇଟେଡ୍‌ ବ୍ୟାଙ୍କ ସହ ମିଶିଯିବ। ସେହିପରି କାନାରା ବ୍ୟାଙ୍କ ସିଣ୍ଡିକେଟ ବ୍ୟାଙ୍କ ସହ, ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଆନ୍ଧ୍ର ବ୍ୟାଙ୍କ ସହ ମିଶିଯିବା ବେଳେ ଇଣ୍ଡିଆନ୍‌ ବ୍ୟାଙ୍କ ଏଥର ଆହ୍ଲାବାଦ ବ୍ୟାଙ୍କ ସହ ମିଶିଯିବ। ଏହାପରେ ପିଏନ୍‌ବି ଦେଶର ଦ୍ୱିତୀୟ ବୃହତ୍ତମ ପିଏସ୍‌ବି ତାଲିକାରେ ସ୍ଥାନ ପାଇବ। ତେବେ ମୋଦି ସରକାର ୫ ଟ୍ରିଲିୟନ୍‌ ଡଲାର ଇକୋନମି ସହ ଦେଶକୁ ଆଗକୁ ବଢିବା ଉଦ୍ଦେଶ୍ୟରେ କାମ କରୁଥିବା କହିଛନ୍ତି ସିଥାରମଣ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri