Posted inଖେଳ

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ ରହିଛନ୍ତି। ବିଶ୍ୱକପ୍‌ ଇତିହାସର ଗୋଟିଏ ସଂସ୍କରଣରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର ସୁଯୋଗ ତାଙ୍କ ନିକଟରେ ରହିଛି। ମଙ୍ଗଳବାର ଏଠାରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ସେମିଫାଇନାଲରେ ଯଦି ରୋହିତ୍‌ ଆଉ ୨୭ ରନ୍‌ ସଂଗ୍ରହ କରନ୍ତି ତେବେ ଏହି କିର୍ତ୍ତୀମାନ ସ୍ଥାପନ କରିବେ। ପୂର୍ବରୁ ଏହି ରେକର୍ଡ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି। ସଚିନ ୨୦୦୩ ସଂସ୍କରଣରେ ୧୧ ମ୍ୟାଚ୍‌ରୁ ୬୭୩ ରନ୍‌ ସଂଗ୍ରହ କରି ଏହି ତାଲିକାର ଶୀର୍ଷରେ ରହିଛନ୍ତି। ପ୍ରାକ୍ତନ ଅଷ୍ଟ୍ରେଲୀୟ ଓପନର୍‌ ମାଥ୍ୟୁ ହେଡେନ୍‌ ୨୦୦୭ ବିଶ୍ୱକପ୍‌ରେ ୬୫୯ ରନ କରି ତାଲିକାର ୨ୟ ସ୍ଥାନରେ ରହିଛନ୍ତି। ତାଲିକାର ୩ୟ ସ୍ଥାନରେ ଥିବା ରୋହିତ୍‌ ଚଳିତ ବିଶ୍ୱକପ୍‌ରେ ୮ ଇନିଂସରୁ ୫ ଶତକ ସହ ୬୪୭ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri