Posted inଜାତୀୟ

୨୭ ଶହ ଜମ୍ମୁ-କଶ୍ମୀର ଯୁବକ ସେନା ଓ ପୋଲିସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀରର ସ୍ଥିତି ସ୍ବାଭାବିକ ହେବା ସହିତ ଏଠାରେ ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମ ଜାରି ରହିଛି। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବକଙ୍କୁ ସେନା ଓ ପୋଲିସରେ ନିଯୁକ୍ତି କାର୍ଯ୍ୟକ୍ରମକୁ ସରକାର ହାତକୁ ନେଇଛନ୍ତି। ଏଥିରେ ୨୭ ଶହ ଯୁବକଙ୍କୁ ନିଯୁକ୍ତି ମିଳିବ ବୋଲି କୁହାଯାଉଛି। ଆସନ୍ତା ଅକ୍ଟୋବରରେ ଏଠାରେ ଲାଇଟ୍‌ ଇନଫେଣ୍ଟ୍ରି ରେଜିମେଣ୍ଟ୍‌ ପକ୍ଷରୁ ନିଯୁକ୍ତି ରାଲି ଅନୁଷ୍ଠିତ ହେବ। ତାଲିମ୍‌ ପରେ ପ୍ରଥମ ପର୍ଯ୍ୟାୟରେ ୭ ଶହ ଯୁବକ ନଭେମ୍ବରରେ ସେନାରେ ଯୋଗଦେବେ ବୋଲି ଜମ୍ମୁ-କଶ୍ମୀର ଲାଇଟ୍‌ ଇନଫେଣ୍ଟ୍ରି ରେଜିମେଣ୍ଟ ବ୍ରିଗେଡିୟର ଏସ୍‌.ଶର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri