୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ଧରଣର କାର୍ଯ୍ୟ ବନ୍ଦ ରହିଥିବାରୁ ଏମାନେ ନିଜର ଜୀବିକା ହରାଇଛନ୍ତି। ତେବେ ଏହି ଘଡିସନ୍ଧି ମୁହୂର୍ତ୍ତରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରମିକମାନଙ୍କୁ ଆର୍ଥିକ ସହୟତା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ସହରର ୨୭.୫ଲକ୍ଷ ମନରେଗା ଶ୍ରମିକଙ୍କ ଆକାଉଣ୍ଟକୁ ୬୧୧ କୋଟି ଟଙ୍କା ସରକାର ଜମା କରିଥିବା ଜଣାପଡ଼ିଛି। ଏହାପୂର୍ବରୁ ଯୋଗୀ ସରକାର ୨୦ ଲକ୍ଷ ଦିନ ମଜୁରିଆଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଥିଲେ। ଏଥିସହ ଶ୍ରମିକଙ୍କଠାରୁ ଏକ ମାସ ପର୍ଯ୍ୟନ୍ତ ଘରଭଡା ନ ନେବା ପାଇଁ ଏବଂ ବିଦ୍ୟୁତ, ପାଣି କନେକ୍ସନ ନ କାଟିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri