Posted inଜାତୀୟ

୨୮ବର୍ଷ ପରେ ପ୍ରଥମ ଥର ବୁଲେଟପ୍ରୁଫ୍‌ ଟେଣ୍ଟରେ ବିରାଜମାନ ହେବେ ରାମଲଲା

ଅଯୋଧ୍ୟା,୨୫।୨: ଅଯୋଧ୍ୟାରେ ୨୮ବର୍ଷ ପରେ ପ୍ରଥମ ଥର ଏକ ଅସ୍ଥାୟୀ ଟେଣ୍ଟ ତଳେ ରହିବେ ରାମଲଲା। ରାମଲଲାଙ୍କ ମୂର୍ତ୍ତିକୁ ଏକ ବୁଲେଟପ୍ରୁଫ୍‌ର ଫାଇଭର ଷ୍ଟ୍ରକଚର୍‌ ଭିତରେ ରଖାଯିବ ବୋଲି ଜଣାପଡ଼ିଛି। ଏଥିରେ ଏକ ସ୍ବଚ୍ଛ ଗ୍ଲାସ୍‌ ଲାଗିବ ଯାହାଦ୍ୱାରା ଶ୍ରଦ୍ଧାଳୁ ବାରାକ୍‌ ନିକଟରୁ ଦର୍ଶନ କରିପାରିବେ। ଏନେଇ ରାମ ମନ୍ଦିର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ସୂଚନା ଦେଇଛନ୍ତି। ସୂଚନା ମୁତାବକ ରାମ ମନ୍ଦିରର ଗର୍ଭଗୃହର ନିର୍ମାଣ ପାଇଁ ରାମଲଲାଙ୍କ ମୂର୍ତ୍ତିକୁ ସ୍ଥାନାନ୍ତର କରାଯିବ। ଏହାକୁ ମନ୍ଦିର ପରିସର ଭିତରେ ବା ଗର୍ଭଗୃହରୁ ୧୫୦ ମିଟର ଦୂରରେ ମାନସ ଭବନରେ ରଖାଯିବ। ଯେତେବେଳେ ଗର୍ଭଗୃହର ନିର୍ମାଣ ହୋଇଯିବ ସେତେବେଳେ ପୁଣି ମୂର୍ତ୍ତିଙ୍କୁ ସେଠାରେ ପୁନଃସ୍ଥାପନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri