୨୮ରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ, ପ୍ରସ୍ତୁତି ଶେଷ

ରାଜନଗର, ୨୭।୧୦ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଅଧୀନ ମହିଷାସୁର ପଞ୍ଚାୟତ ପଡ଼ିଆଠାରେ ୨୮ ତାରିଖଠାରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ଉପଲକ୍ଷେ ଅନ୍ତର୍ଜାତୀୟ କ୍ରିୟାଯୋଗ ସଂସ୍ଥା ମୁଖ୍ୟ ପରମପୂଜ୍ୟ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜ ରବିବାର ମହୋତ୍ସବ ପଡ଼ିଆଠାରେ ପହଞ୍ଚତ୍ଛନ୍ତି। ନଅ ଦିନ ବ୍ୟାପୀ ହେବାକୁ ଥିବା ଏହି ମହୋତ୍ସବରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ଶ୍ରୀନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ଓ ଗଜପତି ଦିବ୍ୟସିଂହ ଦେବଙ୍କ ସମେତ ବହୁ ସାଧୁସନ୍ଥ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରତ୍ୟେକ ଦିନ ଗୋମାତା ପୂଜନ ଓ ଗୋ-ଭାଗବତ ଉପରେ ଆଧ୍ୟାତ୍ମିକ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା...

ଛକାପଞ୍ଝାରେ କେନ୍ଦ୍ରାପଡ଼ା ବିଧାନସଭା ପ୍ରାର୍ଥୀତ୍ୱ

କେନ୍ଦ୍ରାପଡ଼ା, ୧୭ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ୫ ବିଧାନସଭା କ୍ଷେତ୍ର। ଏଥିରୁ ୪ଟିରେ ଚଳିତ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ...

ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ

ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri