୨୯ଲିଟର ମଦ ଜବତ: ୨ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଓ ଅବକାରୀ ବିଭାଗ ମାହାଡାଗାଣାଡା ଅଞ୍ଚଳରେ ଶୁକ୍ରବାର ଚଢ଼ାଉ କରି ୨୯ ଲିଟର ମଦ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉକ୍ତ ଗ୍ରାମର ରଞ୍ଜନ ନାୟକ, ଶଙ୍କର ଦିଗାଳ। ଏଥି ସହ ବିପୁଳ ପରିମାଣର ମହୁଲ ପୋଚକୁ ନଷ୍ଟ କରାଯାଇଛି।
ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ଉକ୍ତ ଅଞ୍ଚଳରେ ବେଆଇନ ମଦ କାରବାର ହେଉଥିବା ପୋଲିସ ଖବରପାଇ ଚଢ଼ାଉ କରିଥିଲା। ମଦ ଜବତ ସହ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। କେସ ନଂ. ୧୭,୧୮/୨୦ ରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri