୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଚଳିତ ୨୦୧୯-୨୦ ଫସଲ ବର୍ଷରେ ଦେଶରେ ୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଆକଳନ କରାଯାଇଛି। ଭଲ ବର୍ଷା ଯୋଗୁ କ୍ରମାଗତ ଚତୁର୍ଥ ବର୍ଷ ଲାଗି ରେକର୍ଡ ଉତ୍ପାଦନ ହେବାକୁ ଯାଉଥିବା କୃଷି ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟରୁ ଜଣାପଡିଛି। ଚଳିତ ବର୍ଷର ଉତ୍ପାଦନ ଧାର୍ଯ୍ୟ ଲକ୍ଷ୍ୟଠାରୁ ୩.୬୭ ପ୍ରତିଶତ ଅଧିକ ରହିବ। ଚଳିତ ବର୍ଷ ୨୯୧.୧୦ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଖରିଫ ଉତ୍ପାଦନ ସରିଥିବାବେଳେ କରୋନା ଯୋଗୁ ରବି ଉତ୍ପାଦନ ବିଳମ୍ବ ହୋଇଛି। ୨୦୧୬-୧୭ ବର୍ଷରୁ କ୍ରମାଗତ ଭାବେ ଉତ୍ପାଦନ ଭଲ ରହିଛି। ଗତବର୍ଷ ୨୮୫.୨୧ ନିୟୁତ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri