୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ ମଧ୍ୟ ସମ୍ପୃକ୍ତ ଅଛନ୍ତି ବୋଲି ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି। ସୋମବାର ରତଙ୍ଗରୁ ସାରଙ୍ଗଡକୁ ଦୁଇଟି ଅଟୋ(ନଂ.ଓଡି୧୨ବି ୮୯୭୧, ଓଡି୧୨ ୪୩୪୦)ରେ ଗଞ୍ଜେଇ ଚାଲାଣ ହେଉଥିବା ଖବରପାଇ ପୋଲିସ ଚଢାଉ କରିଥିଲା ା ଯାଞ୍ଚ ପରେ ୨ ଅଟୋରୁ ଦୁଇଟି ବସ୍ତାରେ ଥିବା ୭୦ କିଗ୍ରା ଗଞ୍ଜେଇ ଜବତ କରାଯାଇଥିଲା। ଗଞ୍ଜେଇ ଚାଲାଣ ଅଭିଯୋଗରେ ରତଙ୍ଗ ଗ୍ରାମର ସୁମନ୍ତ ମାଝି, ଦିଲାରପଡାର ବଳରାମ କହଁର ଓ ପ୍ରତାପ ନାୟକଙ୍କୁ ଗିରଫ କରାଯାଇଛି। ଏ ନେଇ ନଂ.୧୦୯/୧୯ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri