ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ ଅବକାରୀ କର୍ମଚାରୀମାନେ ବିଭିନ୍ନ ଥାନା କର୍ମଚାରୀମାନଙ୍କ ସହ ମିଶି କାମ କରିବାକୁ ନିର୍ଦ୍ଦେଶ ରହିଛି ା ହେଲେ ସେଥିରେ ଅବହେଳା କରିବାରୁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ବୌଦ୍ଧ ଅବକାରୀ ବିଭାଗର ଏଏସ୍ଆଇ ବ୍ରହ୍ମାନନ୍ଦ ଭୋଇ ଓ କିଶୋର ଚନ୍ଦ୍ର ନାଏକଙ୍କୁ ନିଲମ୍ବନ କରିଛନ୍ତି ା ସୂଚନାଯୋଗ୍ୟ, ପୁରୁଣାକଟକ ଥାନାରେ ବ୍ରହ୍ମାନନ୍ଦ ଭୋଇ ଓ ମନମୁଣ୍ଡା ଥାନାରେ କିଶୋର ଚନ୍ଦ୍ର ନାଏକଙ୍କୁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ା ହେଲେ ଉଭୟ କର୍ମଚାରୀ ଏଥିରେ ଅବହେଳା କରିବା ଅଭିଯୋଗ ହେବା ପରେ ଜିଲାପାଳ ମିଶ୍ର ଉଭୟଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ା ସୂଚନାଯୋଗ୍ୟ, ପୂର୍ବରୁ ବୌଦ୍ଧ ସ୍ବାସ୍ଥ୍ୟ ବିଭାଗର ଜଣେ କର୍ମଚାରୀଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଥିଲା ା
ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍-ସାଇକେଲ୍
ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…
ବାଇକ୍ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…
ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…
ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର
ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…
ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..
ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ…
ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…
ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…
୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ
ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…
ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ
ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…
ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ
ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…
Archives

