Posted inବୌଦ୍ଧ

୨ ଅବକାରୀ ଏଏସ୍‌ଆଇ ନିଲମ୍ବିତ

ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ ଅବକାରୀ କର୍ମଚାରୀମାନେ ବିଭିନ୍ନ ଥାନା କର୍ମଚାରୀମାନଙ୍କ ସହ ମିଶି କାମ କରିବାକୁ ନିର୍ଦ୍ଦେଶ ରହିଛି ା ହେଲେ ସେଥିରେ ଅବହେଳା କରିବାରୁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ବୌଦ୍ଧ ଅବକାରୀ ବିଭାଗର ଏଏସ୍‌ଆଇ ବ୍ରହ୍ମାନନ୍ଦ ଭୋଇ ଓ କିଶୋର ଚନ୍ଦ୍ର ନାଏକଙ୍କୁ ନିଲମ୍ବନ କରିଛନ୍ତି ା ସୂଚନାଯୋଗ୍ୟ, ପୁରୁଣାକଟକ ଥାନାରେ ବ୍ରହ୍ମାନନ୍ଦ ଭୋଇ ଓ ମନମୁଣ୍ଡା ଥାନାରେ କିଶୋର ଚନ୍ଦ୍ର ନାଏକଙ୍କୁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ା ହେଲେ ଉଭୟ କର୍ମଚାରୀ ଏଥିରେ ଅବହେଳା କରିବା ଅଭିଯୋଗ ହେବା ପରେ ଜିଲାପାଳ ମିଶ୍ର ଉଭୟଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ା ସୂଚନାଯୋଗ୍ୟ, ପୂର୍ବରୁ ବୌଦ୍ଧ ସ୍ବାସ୍ଥ୍ୟ ବିଭାଗର ଜଣେ କର୍ମଚାରୀଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri