୨ କୁଇଣ୍ଟାଲ ଗଞ୍ଜେଇ ସହ ୧ ଲକ୍ଷ ଟଙ୍କା ଜବତ: ୨ ଅଭିଯୁକ୍ତ କୋର୍ଟ ଚାଲାଣ

କେସିଙ୍ଗା, ୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ଖ୍ରୀଷ୍ଟିଆନପଡ଼ା ବଞ୍ଜିମୁଣ୍ଡା ଗ୍ରାମରେ କେସିଙ୍ଗା ପୋଲିସ ଚଢ଼ାଉ କରି ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଜୁଏଲ ସେନାପତି (୪୧), ମିଳିକ୍ଷ୍ୟ ତାଣ୍ଡି (୨୮)। ସେମାନଙ୍କ ନିକଟରୁ ୧ ଲକ୍ଷ ଟଙ୍କା ସହ ୨ ମୋବାଇଲ ଫୋନ ଜବତ ହୋଇଛି। ଏ ନେଇ ଥାନାରେ କେସ୍‌ ନଂ. ୨୫୭/୧୯ରେ ଏକ ମାମଲା ରୁଜୁ କରି ପୋଲିସ ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯୁବତୀଙ୍କୁ ଅସଦାଚରଣ; ବିରୋଧ କରିବାରୁ ଟ୍ରାକ୍‌କୁ ଠେଲିଦେଲେ ଅଭିଯୁକ୍ତ, ତାପରେ…

ମୁମ୍ବାଇ,୧୨।୧୧: ମୁମ୍ବାଇ ଲୋକାଲ୍ ଟ୍ରେନ୍‌ରେ ମହିଳାଙ୍କ ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ଟ୍ରେନ୍‌ରେ ଜଣେ ଯୁବତୀଙ୍କ ସହ ଅସଦାଚରଣ କରିବା ପରେ ତାଙ୍କୁ ରେଳ…

ମା’ ବିରଜାଙ୍କ ଦର୍ଶନ ପାଇଁ ଆସି ବୈତରଣୀରେ ବୁଡ଼ିଗଲେ ଆନ୍ଧ୍ର ଦମ୍ପତି

କଳିଙ୍ଗନଗର,୧୨ା୧୧(ଶୁଭାଶିଷ ରାଉତ): ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି…

ସିଡନୀ ରାସ୍ତାରେ ଅଷ୍ଟ୍ରେଲିଆ କ୍ୟାପଟେନ୍ ପାଟ୍ କମିନ୍ସ-ପତ୍ନୀଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ; ଭିଡିଓ ଭାଇରାଲ୍ ପରେ…

ସିଡନୀ,୧୨।୧୧: ଅଷ୍ଟ୍ରେଲିଆର ଟେଷ୍ଟ କ୍ରିକେଟ୍ କ୍ୟାପଟେନ୍ ପାଟ୍ କମିନ୍ସଙ୍କୁ ତାଙ୍କ ପତ୍ନୀ ବେକିଙ୍କ ସହ ସିଡନୀର ଏକ ରାସ୍ତାରେ ଯୁକ୍ତିତର୍କ କରୁଥିବାର ଦେଖିବାକୁ ମିଳିଛି। ଉଭୟ ପତି-ପତ୍ନୀ…

ଶନିଙ୍କ କୃପାରେ ମାଲାମାଲ ହେବେ ୬ ରାଶି, ୪ ମାସ ଯାଏ ଧନବର୍ଷା! ଆସିବ ଚାକିରିର ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ । ଏହା ବିଶ୍ୱାସ କରାଯାଏ ଯେ ଶନି ବ୍ୟକ୍ତିର କର୍ମ…

W, W, W, W, W… ଲଗାତାର ୫ ଉଇକେଟ୍‌ ନେବା ପରେ ଖୋଲିଲା ଭାଗ୍ୟ, ଭାରତ ବିପକ୍ଷ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୧୨।୧୧: ଗୁରୁବାର (୧୨ ନଭେମ୍ବର) ଭାରତ ବିପକ୍ଷ ଦିନିକିଆ ସିରିଜର ଶେଷ ଦୁଇଟି ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରିଛି। ଉଭୟ ମ୍ୟାଚ ପାଇଁ…

ୟୁପି ନିର୍ବାଚନ ୨୦୨୭: ଓଓ୍ବାଇସିଙ୍କ ସହ ହାତ ମିଳାଇଲେ ଚନ୍ଦ୍ରଶେଖର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି । ଆଜାଦ ସମାଜ ପାର୍ଟି (କାଂଶୀରାମ) ଓ ଅଲ୍‌ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ୍‌…

ରାଜନୀତିରେ ହଲଚଲ୍‌; ହଠାତ୍ ଇସ୍ତଫା ଦେଲେ ଉପରାଷ୍ଟ୍ରପତି, କହିଲେ….

ନୂଆଦିଲ୍ଲୀ, ୧୨।୧୧: ଇଣ୍ଡୋନେସିଆ ରାଜନୀତିରେ ବଡ଼ ଧରଣର ହଟଚମଟ। ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜିବ୍ରାନ୍‌ ରାକାବୁମିଙ୍ଗ ରାକା। ଦେଶର ସଂସଦର ଉଚ୍ଚ ସଦନର ବାଚସ୍ପତି ଅହମଦ୍‌…

ମୁଁ ସୁନ୍ଦର ନୁହେଁ, ମୁଁ ମରିଯିବାକୁ ଚାହେଁ, ଏମିତି କହି ୩ ଥର ଆତ୍ମହତ୍ୟା ଉଦ୍ୟମ କଲେଣି NEET ଛାତ୍ରୀ, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୧୨ା୧୧: ଉତ୍ତରପ୍ରଦେଶର ଗୋରଖପୁରରେ ରହୁଥିବା ଜଣେ ୧୯ ବର୍ଷୀୟା ଛାତ୍ରୀ, ଯିଏ କି ଡାକ୍ତରୀ ପ୍ରବେଶିକା ପରୀକ୍ଷା (NEET) ପାଇଁ ପ୍ରସ୍ତୁତ ହେଉଛନ୍ତି, ନିଜର ରୂପକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?