୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣଙ୍କ ଜୀବନଗଲା

ବଅଁରପାଳ, ୧୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ହସ୍ପିଟାଲ ଛକ ନିକଟରେ ବିଳମ୍ବିତ ରାତ୍ରିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣେ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟତମ ଜଣେ ଗୁରୁତର ଆହତ ହୋଇଛନ୍ତି। ରାତ୍ରିରେ ୨ଟି ଟ୍ରକ ତାଳଚେରରୁ ବଅଁରପାଳ ଆଡକୁ ଆସୁଥିବାବେଳେ ଗୋଟିଏ ଟ୍ରକ ପଛକୁ ଆଉ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri