୨ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଗୁରୁବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୧୫୫ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮ ହଜାର ୧୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୪୦ ହଜାର ୯୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ଲକ୍ଷେ ୩୭ ହଜାର ୪୪୮ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୯୯୬ଜଣରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୩୫୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ଦେଶରେ ପ୍ରତି ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ପାଖାପାଖି ରହୁଥିବାରୁ ଆସନ୍ତା ୨ ଦିନ ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri