୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ ମାନି ଲୋକମାନେ ବାଇକ୍‌ ଧରି ବୁଲୁଛନ୍ତି। ଏହି ସମୟରେ ୧୯୧୬ ଦୁଇ ଚକିଆ ଗାଡ଼ି ଜବତ ହୋଇଛି । ରବିବାର ୧୧୧୯ ଏବଂ ସୋମବାର ୭୯୭ଗାଡ଼ି ଜବତ ହୋଇଛି। ମାସ୍କ ନ ପିନ୍ଧିବା ଯୋଗୁ ୬୧ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଯେଉଁମାନେ ମାସ୍କ ନ ପିନ୍ଧି ବୁଲୁଛନ୍ତି, ସେମାନଙ୍କଠାରୁ ୨ଶହ ଟଙ୍କା ଲେଖାଏ ଜରିମାନା ନିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri