Posted inଜାତୀୟ

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ ଭାରତ-ଭୁଟାନ ମଧ୍ୟରେ କେତେକ ଦ୍ୱିପାକ୍ଷିକ ଚୁକ୍ତି ଏହି ଅବସରରେ ସ୍ବାକ୍ଷର ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବର ନଜର ପ୍ରଥମ କାର୍ଯ୍ୟକାଳ ସମୟରେ ପ୍ରଧାନମନ୍ତ୍ରୀ ପ୍ରଥମେ ବୋଲି ଭୁଟାନ ଗସ୍ତରେ ଯାଇଥିଲେ। ସେହିପରି ଏବେ ଦ୍ୱିତୀୟ ଥର ପାଇଁ ଦାୟିତ୍ୱ ନେବାପରେ ପ୍ରଧାନମନ୍ତ୍ରୀଙ୍କ ଭୁଟାନ ଗସ୍ତକୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭାବେ ଗ୍ରହଣ କରାଯାଉଛି। ଏଠାରେ ପ୍ରଧାନମନ୍ତ୍ରୀ ୧୦ଟି ଚୁକ୍ତି ସ୍ବାକ୍ଷର କରିବା ସହିତ ୫ଟି ପରିଯୋଜନାକୁ ଲୋକାର୍ପଣ କରିବେ। ଏହା ସହିତ ଏଠାରେ ରୁପେ କାର୍ଡର ମଧ୍ୟ ଶୁଭାରମ୍ଭ କରିବେ ବୋଲି ଭୁଟାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ରୁଚିରା କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri