୨ ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ସୋମବାର ଅପରାହ୍ନରେ ୨ଜଣ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର ମାମଲା ନଂ. ୩୦/୧୯ ଓ ୩୧/୧୯ ମୋଟର ଯାନ ଆଇନର ଦଫା ୧୮୫ ଅନୁଯାୟୀ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବ୍ରହ୍ମପୁର ବଡ଼ ବଜାର ଥାନା ରଜା ସାହିର କିରଣ ପାତ୍ର ଏବଂ ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତ ଦୁଆରଗାଁର ଶିବ ଗୌଡ।
ରବିବାର ସନ୍ଧ୍ୟାରେ ସ୍ଥାନୀୟ ପୁଞ୍ଜିକଁୟା ଛକ ନିକଟରେ ପୋଲିସ ପକ୍ଷରୁ ଯାନବାହାନ ଧରପଗଡ ଚାଲିଥିବା ବେଳେ ନିଶାସକ୍ତ ଅବସ୍ଥାରେ ଅଭିଯୁକ୍ତଦ୍ୱୟ ବାଇକ୍‌ ଚଳାଉଥିବା ଜଣାପଡିଥିଲା। ଉପସ୍ଥିତ ପୋଲିସ କର୍ମଚାରୀମାନେ ବ୍ରେଥ୍‌ ଏନାଲାଇଜର ମେଶିନ ଦ୍ୱାରା ଅଭିଯୁକ୍ତ ଦ୍ୱୟଙ୍କୁ ପରୀକ୍ଷା କରିଥିଲେ। ପରୀକ୍ଷା ରିପୋର୍ଟ ଅନୁଯାୟୀ ସେମାନେ ଗିରଫ କରାଯାଇଥିଲା ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପଲୋର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri