୨ ପର୍ଯ୍ୟାୟରେ ଖୋଲିବ ମାଲ୍‌ଗୋଦାମ

କଟକ ଅଫିସ,୨୩ା୩- ରାଜ୍ୟର ଅନ୍ୟତମ ବୃହତ୍‌ ବଜାର ମାଲ୍‌ଗୋଦାମ ଖୋଲିବାକୁ ନେଇ ଥିବା ଦ୍ୱନ୍ଦ୍ୱ ସୋମବାର ଦୂର ହୋଇଛି। ଫଳରେ ଏହି ବଜାର ଦିନକୁ ଦୁଇଟି ଭିନ୍ନ ସମୟରେ ଖୋଲିବ। ଖୁଚୁରା ଦୋକାନଗୁଡିକ ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଓ ହୋଲ୍‌ସେଲ୍‌ ଗୋଦାମ୍‌ଗୁଡିକ ମଧ୍ୟାହ୍ନ ୧୨ଟା ପରଠୁ ଖୋଲା ରହିବ। ମାଲ୍‌ଗୋଦାମ ଖୋଲିବା ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ, କଟକ ଡିସିପି ଅଖିଳେଶ୍ୱର ସିଂଙ୍କ ସମେତ କଟକ ବଣିକ ସଂଘର ପଦାଧିକାରୀମାନେ ଯୋଗଦେଇଥିଲେ। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲାରହିବ। ଖାଦ୍ୟଶସ୍ୟ, ଖାଇବା ତେଲ, ଚିନି, ଲୁଣ, ମସଲା, ଦୁଗ୍ଧ ଆଦି ସାମଗ୍ରୀ ହିଁ ବିକ୍ରି କରାଯାଇପାରିବ। ତେବେ ସମସ୍ତ ଦୋକାନୀ ଏହି ନିଷ୍ପତ୍ତିକୁ ମାନିବା ପାଇଁ ସମ୍ମତି ପ୍ରଦାନ କରିଥିବା ସଂଘ ସାଧାରଣ ସମ୍ପାଦକ ପ୍ରଫୁଲ କୁମାର ଛାଟୋଇ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri