୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର ଦୁଇଜଣ ପୋଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିଛି। ଏସ୍‌ପି ଶଶିଭୂଷଣ ଶତପଥୀ ଉଭୟଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଫତେଗଡ଼ ଥାନା ଭାପୁର ବିଟ୍‌ ହାଉସର ଏଏସ୍‌ଆଇ ଅପର୍ତ୍ତି ସାହୁ ଓ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି କନଷ୍ଟେବଳ ଅଚ୍ୟୁତାନନ୍ଦ ପ୍ରଧାନ। ମିଳିଥିବା ସୂଚନା ଅନୁସାରେ ଏଏସ୍‌ଆଇ ସାହୁ ୨୦୧୫ରେ ନୟାଗଡ଼ ଟାଉନ ଥାନାରେ କାର୍ଯ୍ୟରତ ଥିବା ସମୟରେ ଏକ ମାମଲାରେ ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ କେସ୍‌ କରିଥିଲେ। ଏ ନେଇ କ୍ରାଇମ୍‌ବ୍ରାଞ୍ଚରେ ଅଭିଯୋଗ ହୋଇଥିଲା। ସେହିଭଳି କନଷ୍ଟେବଳ ପ୍ରଧାନ ୩ଦିନ ତଳେ ଫାଣ୍ଡିକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କଠାରୁ କିଛି ଟଙ୍କା ମାଗିଥିଲେ। ଏ ନେଇ ବ୍ୟକ୍ତି ଜଣକ ମୋ ସରକାରରେ ଅଭିଯୋଗ କରିଥିଲେ। ୫-ଟି ପ୍ରଭାବରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri