ନୂଆଗାଁ, ୧୮।୪ (ଡି.ଏନ.ଏ.)- ଦେଶ ଓ ରାଜ୍ୟ କରୋନା ପାଇଁ ଲକ୍ ଡାଉନ ରହିଛି। ହେଲେ ଗୁରୁବାର ସନ୍ଧ୍ୟାରେ ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ଗାଁକୁ ଏକ ପିକଅପ୍ ଭ୍ୟାନ (ଡବ୍ଲୁବି ୧୯ ଜେ- ୯୯୨୬)ରେ ୨ଜଣ ଯୁବକ ମାସ୍କ ବିକିବାକୁ ଆସି ପୋଲିସ ହାତରେ ଧରା ପଡିଛନ୍ତି। ଗାଁ ଲୋକେ ପଶ୍ଚିମବଙ୍ଗ ଗାଡି ନମ୍ବର ଦେଖି ସନ୍ଦେହ ହେବାରୁ ବିଶ୍ରା ଥାନାକୁ ଖବର ଦେଇଥିଲେ । ପୋଲିସ ପହଞ୍ଚତ୍ ଗାଡି ସହ ଯୁବକ ଦ୍ୱୟଙ୍କୁ ଥାନାକୁ ନେଇଥିଲା। ଗାଡିଟିକୁ ଥାନାରେ ଅଟକ ରଖି ଉଭୟ ଯୁବକଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଥିବା ପୋଲିସ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…
ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...
ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର
ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...
ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ
ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...
କଟକ ଟି-୨୦ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍କା: ଅଭିଯୋଗ ପରେ…
ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍ ଫି’ର...
ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...
ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି
ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...
୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…
କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...
Archives


