୨ ଭାଲୁ ଆକ୍ରମଣରେ ୬ ଗୁରୁତର

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା ଅଭୟାରଣ୍ୟରୁ ଖାଦ୍ୟ ଅନ୍ବେଷଣରେ ପାହାଡ଼ ତଳକୁ ଆସି ଦିଗହରା ହୋଇଥିବା ୨ଟି ଭାଲୁ ଗଁ। ମୁହଁ। ହୋଇଥିଲେ। ବାଉଁଶବଣିଆ ଗ୍ରାମର ଦୁଇଜଣ ଏବଂ ଟଣକା ଗ୍ରାମର ୪ଜଣ ଏହି ଦୁଇ ଭାଲୁଙ୍କ ଆକ୍ରମଣର ଶିକାର ହୋଇଥିଲେ। ସେମାନଙ୍କର ଚିତ୍କାର ଶୁଣି ଗ୍ରାମବାସୀ ରୁଣ୍ଡ ହୋଇଯିବାରୁ ଭାଲୁ ଦୁଇଟି ଜଙ୍ଗଲ ଆଡକୁ ପଳାଇଯାଇଥିଲେ। କୁଲଡ଼ିହା ରେଞ୍ଜର ବିଜୟ କୁମାର ମହାପାତ୍ର ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ଗୁରୁତରମାନଙ୍କୁ ସାକ୍ଷାତ କରି ସରକାରୀ ସହୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri