୨ ମାସରେ ୨୮ଶହ ଲୋକ ସୀମା ଡେଇଁ ବାଲେଶ୍ୱରରେ ପଶିଛନ୍ତି: ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। ସ୍ଥିତି ସମୀକ୍ଷା ପରେ ଆରଡିସି ଅନୀଏ ସାମଲ କହିଛନ୍ତି, ପଡୋଶୀ ରାଜ୍ୟରେ କାମ କରୁଥିବା ପ୍ରାୟ ୨୮ ଶହରୁ ଅଧିକ ଲୋକ ସୀମା ଡେଇଁ ବାଲେଶ୍ୱରକୁ ଗତ ୨ ମାସ ଭିତରେ ପଶି ଆସିଛନ୍ତି। ଲକ୍‌ଡାଉନ୍‌ ପରେ ମଧ୍ୟ କିଛି ଲୋକ ପଶି ଆସିଥିବା ଜଣାପଡ଼ିଛି। ସରପଞ୍ଚ ଓ ଜିପିଇଓମାନଙ୍କ ଦ୍ୱାରା ଡାଟା ପ୍ରସ୍ତୁତ କରାଯାଇଛି। ସେ ସମସ୍ତ ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ । କ୍ୱାରାଣ୍ଟାଇନରେ ରଖି ସେମାନଙ୍କ ସାମ୍ପଲ ଟେଷ୍ଟ କରାଯିବ।
ଆହୁରି ମଧ୍ୟ ସେ କହିଛନ୍ତି, ସୀମା ସିଲ୍‌ ସତ୍ତ୍ୱେ ବହୁ ଲୋକ କୌଣସି କରି ଚାଲିଆସୁଛନ୍ତି। କିଛି ଲୋକ ରାତିରେ ବିଲରେ ପଶି ଚାଲି ଆସିଥିବା ବେଳେ ଆଉ କିଛି ଲୋକ ଆମ୍ବୁଲାନ୍ସରେ ବି ପଲାଇ ଆସିଥିବା ସୂଚନା ଅଛି। ସେମାନଙ୍କୁ ଠାବ କରି କ୍ୱାରାଣ୍ଟାଇନରେ ରଖାଯିବବୋଲି ଆର୍‌ଡିସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri