Posted inଜାତୀୟ

୨ ରାଜ୍ୟ ସଭା ଆସନ ଲାଗି ଉପନିର୍ବାଚନ ୧୬ରେ

ନୂଆଦିଲ୍ଲୀ,୨୭।୯(ପି.ଟି.):ରାଜ୍ୟ ସଭାରେ ଖାଲିପଡ଼ିଥିବା ଦୁଇଟି ଆସନ ଲାଗି ଉପନିର୍ବାଚନ ଅକ୍ଟୋବର ୧୬ରେ ଅନୁଷ୍ଠିତ ହେବ। ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ବୋଲି ନିର୍ବାଚନ କମିଶନ ଗୁରୁବାର ଘୋଷଣା କରିଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀ ଏବଂ ରାମ ଜେଠ୍‌ମାଲାନିଙ୍କ ମୃତ୍ୟୁ ଯୋଗୁ ଏହି ଆସନ ଖାଲିପଡ଼ିଛି। ଏଥିପାଇଁ ଆସନ୍ତା ୨୭ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହ ସେହିଦିନଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଜେଟ୍‌ଲୀ ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ଏବଂ ଜେଠ୍‌ମାଲାନି ବିହାରରୁ ଆର୍‌ଜେଡି ପ୍ରାର୍ଥୀ ଭାବେ ରାଜ୍ୟ ସଭାରେ ପ୍ରତିନିଧିତ୍ୱ କରୁଥିଲେ। ସେହିପରି ଜେଠ୍‌ମାଲାନିଙ୍କ ସଦସ୍ୟତା ୨୦୨୨ ଜୁଲାଇ ୭ ପର୍ଯ୍ୟନ୍ତ ଥିଲାବେଳେ ଗତ ୯ ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri