୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଲାରେ ଥିବା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରିବା ପାଇଁ ସେ ଜିଲାପାଳ ଏବଂ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ଜିଲାବାସୀ କରୋନାର ଭୟାବହତା ସମୟରେ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ନିୟମକୁ ମାନି ଲକ୍‌ଡାଉନ ସମୟରେ ଘରୁ ନ ବାହାରି ନିଜକୁ ତଥା ନିଜ ପରିବାରକୁ ସୁରକ୍ଷିତ ରଖିବା ପାଇଁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?