Odisha Elections 2024

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ । ଆଗାମୀ ଦିନରେ ସବୁ ପ୍ରକାର ଯାନ ହାଇଡ୍ରୋଜେନରେ ଚାଲିବ। ୧୦ ବର୍ଷର ମନ୍ତ୍ରୀ ମୁଁ, ୫୦ ଲକ୍ଷ କୋଟିର କାମ କରିଛି । ଭାଜପାର ସିଦ୍ଧାନ୍ତ- ଯାହା କହିବୁ, ତାକୁ କରି ଦେଖାଇବୁ।

ଗଡ଼କରୀ ଆହୁରି କହିଛନ୍ତି, ଧାମରା ପୋର୍ଟ କନେକ୍ଟିଭିଟି, ପୁରୀ-ରାମେଶ୍ବର ୪ ଲେନ ରାସ୍ତା ହେବ। କଟକରୁ ପାରାଦୀପ ୪ ଲେନ ୨୩୭୦ କୋଟିରେ ନିର୍ମାଣ ହେବ। ୨ ଶହ କୋଟିରେ ପାରାଦୀପରେ ଏୟାରପୋର୍ଟ ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ରାୟପୁରରୁ ବିଶାଖାପାଟଣା ୬ ଲେନ ରାସ୍ତା ନିର୍ମାଣ ହେବ। ସେଥିରୁ ୨୪୦ କିଲୋମିଟର ଓଡ଼ିଶାରେ, ଡିସେମ୍ବର ସୁଦ୍ଧା କାମ ସରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri