ପାଟପୁର,୧୬ା୪- ପାଟପୁର ଥାନା ଅଞ୍ଚଳରେ ସନ୍ଦେହଜନକ ଭାବେ ବୁଲୁଥିବା ୨ ସଂଖ୍ୟାଲଘୁ ଯୁବକଙ୍କୁ ପାଟପୁର ପୋଲିସ ଧରି ପ୍ରଶାସନ ଜରିଆରେ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଇଛି। ପାଟପୁର ଗ୍ରାମରେ ଜଣେ ବିହାର ଓ ଜଣେ ଯାଜପୁର ଜିଲାର ସଂଖ୍ୟାଲଘୁ ଯୁବକ ବେଡ଼ସିଟ ଓ କପଡା ଧରି ବିକୁଥିବା ଖବର ଖବର ପାଇ ପାଟପୁର ଉଭୟଙ୍କୁ ଥାନାକୁ ଆଣି ଜେରା କରିଥିଲା। ପାଟପୁର ଥାନା ଅଧିକାରୀ ଅଜୟ କୁମାର ବାରିକ, ଆଡ଼ପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାପିଡ୍ ରେଷ୍ଟୋର ଟିମ୍ ଅନୁସନ୍ଧାନ ପରେ ତହସିଲଦାର ଅମିତ କୁମାର ନାୟକ, ବିଡ଼ିଓ ଗାୟତ୍ରୀଦତ୍ତ ନାୟକଙ୍କ ଜରିଆରେ ୧୪ ଦିନିଆ କ୍ୱାରାଣ୍ଟାଇନକୁ ପଠାଇଥିଲେ।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ
କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…
ବିନା କୋଚିଂରେ ନିଟ୍ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…
କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…
ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…
ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…
ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…
ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…
Archives

