Posted inଫୁରସତ

୩ଟି କରତକୁ ନେଇ ବିପଜ୍ଜନକ ଜଗଲିଂ: ଜେନ୍‌ ମୁଷ୍ଟୋନେନ୍‌ଙ୍କ ରେକର୍ଡ

ସର୍କସ୍‌ରେ ଜୋକର୍‌ ଏକାଧିକ ବଲ୍‌କୁ ଦୁଇ ହାତରେ ଜଗଲିଂ କରିବା ସମୟରେ ବେଶ୍‌ ମଜା ଲାଗିଥାଏ। ତେବେ ଜଣେ ଏଭଳି ଜିନିଷକୁ ଧରି ଜଗଲିଂ କରିଛନ୍ତି, ଯାହାକୁ ଦେଖିଲେ ଡର ଲାଗେ। ଫିନ୍‌ଲାଣ୍ଡର ଜେନ୍‌ ମୁଷ୍ଟୋନେନ୍‌ ନାମକ ଏହି ବ୍ୟକ୍ତି ଜଣକ ମୋଟର ଚାଳିତ ଚେନ୍‌ସ’ ବା କରତ, ସେ ପୁଣି ଏକାଥରେ ୩ଟି କରତକୁ ନେଇ ଜଗଲିଂ କରିଛନ୍ତି। ତିନୋଟି କରତକୁ ସେ ସର୍ବାଧିକ ୯୮ଥର ଜଗଲିଂ କରି ଗିନିଜ୍‌ ଓ୍ବାର୍ଲଡ୍‌ ରେକର୍ଡ ମଧ୍ୟ କରିଛନ୍ତି। ୨୦୧୮, ଜୁଲାଇ ୨୮ରେ ସେ ଉକ୍ତ ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ନ୍ତି ନାହିଁ

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ସେଥିରୁ ପ୍ରାୟ ୯୭ ପ୍ରତିଶତ ମହାସାଗରରେ ଲୁଣିଆ ପାଣି ରହିଛି। କେବଳ ତିନି ପ୍ରତିଶତ ପାଣି...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ିଯିବେ ନାହିଁ, କାରଣ ଜାଣିଲେ…

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ଏହି କାରଣରୁ ପୃଥିବୀକୁ ନୀଳ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀପୃଷ୍ଠର ପ୍ରାୟ ୯୭ ପ୍ରତିଶତ, ମହାସାଗରରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

ବାହା ହେଉ ହେଉ ଭାଙ୍ଗିଲା ସମ୍ପର୍କ, ଚତୁର୍ଥୀ ରାତିରେ ଛାଡ଼ପତ୍ର ପେପରରେ ସାଇନ୍‌ କଲେ କନ୍ୟା

ଲକ୍ଷ୍ନୌ,୪ା୧୨: ଉତ୍ତରପ୍ରଦେଶର ଦେଓରିଆରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ଚତୁର୍ଥୀରେ ଜଣେ ନବବିବାହିତା କନ୍ୟା ସମ୍ପର୍କ ଭାଙ୍ଗି ତାଙ୍କ...

ବିଶ୍ୱର ସବୁଠୁ ମହଙ୍ଗା ଅଣ୍ଡା: ଏହା ମୂଲ୍ୟରେ କିଣିହୋଇଯିବ ୧୦୦ ହେଲିକପ୍ଟର

ଗୋଟିଏ ଅଣ୍ଡାର ମୂଲ୍ୟ କେତେ ହୋଇପାରେ? ୮ ଟଙ୍କା, ୧୦ ଟଙ୍କା, କିମ୍ବା ସର୍ବାଧିକ ୨୫ ଟଙ୍କା। କିନ୍ତୁ ବିଶ୍ୱରେ ଏମିତି ଏକ ଅଣ୍ଡା ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri