Posted inଜାତୀୟ

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିବ। ଏସବୁ ପରସ୍ପରର ପରିପୂରକ। ମାଡ୍ରାସ୍‌ ଆଇଆଇଟିର ୬୫ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷାର୍ଥୀଙ୍କୁ ଏଭଳି କହିଛନ୍ତି। ପାଠ୍ୟକ୍ରମର ଶିକ୍ଷା ଏବେ ଶେଷ ହେଲେ ମଧ୍ୟ ପ୍ରତିଟି କ୍ଷେତ୍ରରେ ନୂଆ ନୂଆ କଥା ଶିଖିବାର ଅବସର ମିଳିବ। ଶିକ୍ଷା ଏବଂ ଶିଖିବା ପ୍ରକ୍ରିୟା କେବେ ମଧ୍ୟ ସମାପ୍ତ ହୋଇ ନ ଥାଏ। ଏହା ଜୀବନ ସାରା ଜାରି ରହିଥାଏ ବୋଲି ପ୍ରଧାନମନ୍ତ୍ରୀ ଶିକ୍ଷାର୍ଥୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri