୩ଦିନରୁ ଭୋକିଲା ପେଟରେ ଶ୍ରମିକ

କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍‌ଡାଉନ୍‌ ଯୋଗୁ କେହି ନିଜ ରାଜ୍ୟକୁ ଫେରିପାରି ନ ଥିବା ବେଳେ ସମସ୍ତଙ୍କୁ ରନ୍ଧା ଖାଦ୍ୟ ବା ରାସନ ଯୋଗାଇଦେବା ନେଇ ସରକାର ଘୋଷଣା କରିଥିଲେ। ତେବେ ସରକାରଙ୍କ ଘୋଷଣା ସତ୍ତ୍ୱେ ମଧ୍ୟ ଏମାନେ ଦୀର୍ଘ ୩ ଦିନ ହେଲା ଭୋକିଲା ପେଟରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏଭଳି ବହୁ ଲୋକ ଅଛନ୍ତି ଯେଉଁମାନଙ୍କ ପାଖରେ ଖାଦ୍ୟ ପହଁଚି ପାରୁନାହିଁ। ଫଳରେ ଖାଦ୍ୟାଭାବ ଯୋଗୁ ସେମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ଘଟଣା ବିଷୟରେ ସ୍ଥାନୀୟ ଜିଲାପାଳ ଆଶୀଷ ଥାକରେ ଅବଗତ ହେବା ପରେ ସେ କହିଛନ୍ତି, ଏନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri