୩ଦିନରେ ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୨୩-୭: ବିଶ୍ୱ ଶେୟାର ବଜାରରେ ନିବେଶକଙ୍କ ନକରାମତ୍କ ମନୋଭାବର ପ୍ରତିଫଳନ ଘରୋଇ ଷ୍ଟକ୍‌ ବଜାର ଉପରେ ପଡିଛି। କ୍ରମାଗତ ତିନି ଦିନ ଧରି ସେନ୍‌ସେକ୍ସ ଓ ନିଫ୍ଟି ହ୍ରାସ ପାଇବା କାରଣରୁ ନିବେଶକମାନେ ୪ ଲକ୍ଷ କୋଟି ଟଙ୍କା ହରାଇ ସାରିଲେଣି। ବିଏସ୍‌ଇ ସେନସେକ୍ସ ଜୁଲାଇ ୧୮ରୁ ଅଦ୍ୟାବଧି ୩.୦୫% ଅର୍ଥାତ୍‌ ୧୧୮୪.୧୫ ପଏଣ୍ଟ ହ୍ରାସ ପାଇଛି। ୩୦ ଶେୟାର ବିଶିଷ୍ଟ ସେନସେକ୍ସ ସୋମବାର ୩୦୫.୮୮ ପଏଣ୍ଟ ହ୍ରାସ ପାଇ ୩୮,୦୩୧.୧୩ରେ ବନ୍ଦ ହୋଇଛି। ସେନ୍‌ସେକ୍ସର ଏହି ସ୍ତର ମେ’ ୧୭ ପରେ ସର୍ବନିମ୍ନ। ସେହିପରି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ନିଫ୍ଟି ମଧ୍ୟ ୮୨.୧୦ ପଏଣ୍ଟ ହ୍ରାସ ପାଇ ୧୧,୩୩୭.୧୫ରେ ବନ୍ଦ ହୋଇଛି। ଗତ ୩ ଦିନରେ ବିଏସ୍‌ଇରେ ତାଲିକାଭୁକ୍ତ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୪,୩୭,୬୦୨.୪ କୋଟି ଟଙ୍କା ହ୍ରାସ ପାଇ ୧,୪୪,୭୬,୨୦୪.୦୨ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ୬୦୦ରୁ ଅଧିକ ଶେୟାର ୫୨ ସପ୍ତାହର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri