Posted inଜାତୀୟ

୩ବର୍ଷ ପୂର୍ବରୁ ଘରୁ ପଳାଇ ଯାଇଥିବା ସ୍ବାମୀଙ୍କୁ ଧରାଇଲା ଟିକ୍‌ଟକ୍‌

ଚେନ୍ନାଇ,୪।୭: ତାମିଲନାଡୁର ବିଲ୍ଲୁପୁରମ ଜିଲାରେ ରହୁଥିବା ୨ଟି ସନ୍ତାନର ଜନନୀ ଜୟାପ୍ରଦାଙ୍କ ସ୍ବାମୀ ଗତ ପ୍ରାୟ ୩ ବର୍ଷ ହେବ ଘରୁ କେଉଁଆଡେ ଚାଲି ଯାଇଥିଲେ। ହେଲେ ନିକଟରେ ସୋସିଆଲ ମିଡିଆରେ ଏକ ଟିକ୍‌ଟକ୍‌ ଡ୍ୟାନ୍ସ ଭିଡିଓ ଅପଲୋଡ କରିବା ପରେ ଜୟାପ୍ରଦା ତାଙ୍କ ସ୍ବାମୀଙ୍କୁ ଚିହ୍ନି ପାରିଥିବା କହିଛନ୍ତି। ୧୫ ସେକେଣ୍ଡର ଏକ ଭିଡିଓରେ ତାଙ୍କ ସ୍ବାମୀ ନାଚୁଥିବା ଦର୍ଶାଇ ସେ ପୋଲିସରେ ଏଫ୍‌ଆଇଆର୍‌ ଦେଇଛନ୍ତି। ତେବେ ଜୟାପ୍ରଦାଙ୍କ ସ୍ବାମୀ ତାଙ୍କର ଜଣେ ସମ୍ପର୍କୀୟଙ୍କ ସହ ଭିଡିଓରେ ନାଚୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri