୩ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୨୬୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୧୮୯୩ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ୧୬୩୨ ଖଣ୍ଡ ପୋଇ ପାଇଛନ୍ତି।