୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨୬୩ ମାମଲାର ଫଇସଲା

ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ, ବିଚାରପତି ଅଳ୍ପନା ସ୍ବାଇଁ, ସୁଜାତା ପ୍ରିୟମ୍ବଦା ସ୍ବାଇଁ, ଅଭିଜିତ ପୁରୋହିତ, ସୁଶାନ୍ତ ନାୟକ, ମୈତ୍ରୀ ସାମନ୍ତରାୟ, ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ନିଶା ଅଗ୍ରଓ୍ବାଲ ପ୍ରମୁଖ ମାମଲାଗୁଡ଼ିକୁ ପରିଚାଳନା କରିଥିଲେ।
ସିଭିଲକୋର୍ଟ ରେଜିଷ୍ଟ୍ରାର ସଞ୍ଜିତ ବେହେରା, ବରିଷ୍ଠ ଦେୱାନୀ ବିଚାରପତି (ମହିଳା ଅଦାଲତ) ଗୀତାଞ୍ଜଳି ନନ୍ଦ ଉପସ୍ଥିତ ଥିଲେ। ଆଇନସେବା ପ୍ରାଧିକରଣ ସଚିବ ଅରୁଣ ପଟ୍ଟନାୟକ, ସରକାରୀ ଆଇନଜୀବୀ ପତିତପାବନ ମହାପାତ୍ର, କନ୍‌ସିଲିଟର ସୁବାସିନୀ ମହାକୁଡ ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତକୁ ପରିଚାଳନା କରିଥିଲେ। ପ୍ରାଧିକରଣ ପ୍ୟାନେଲ ଲୟର, ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କ ସମେତ ସମସ୍ତ କୋର୍ଟ କର୍ମଚାରୀ ସହଯୋଗ କରିଥିଲେ।

୩ ଦମ୍ପତିଙ୍କ ମନ ମିଶିଲା

ରାଷ୍ଟ୍ରୀୟ ଲୋକ ଅଦାଲତରେ ୩ ଦମ୍ପତିଙ୍କ ମନମିଶିଛି। ସମ୍ପୃକ୍ତ ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିଲା। ପାରିବାରିକ ଅଦାଲତର ବିଚାରପତି ଦୀପ୍ତୀରଞ୍ଜନ କାନୁନ୍‌ଗୋ ଏବଂ ଜିଲା ମଧ୍ୟସ୍ଥତା କେନ୍ଦ୍ରର ସଦସ୍ୟ ଓମ୍‌ ପ୍ରକାଶ ଶରଣଙ୍କ ଉପସ୍ଥିତିରେ ଆପୋସ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ କରାଯାଇଛି। ସେହିପରି ଅନ୍ୟ ୪ ମାମଲାରେ ଭରଣ ପୋଷଣ ବାବଦରେ ୫ଲକ୍ଷ ୩୪ହଜାର ଟଙ୍କା ଆଦାୟ କରି ପ୍ରଦାନ କରାଯାଇଛି। ଅଦାଲତରେ ମୋଟ ୧୦ ମାମଲାର ଫଇସଲା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri