Posted inଫୁରସତ

୩୦ବର୍ଷ ହେଲା ସାପ ବିଷକୁ ଇଞ୍ଜେକସନ୍‌ ମାଧ୍ୟମରେ ଶରୀରକୁ ପ୍ରବେଶ କରାଉଛନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ରକ୍‌ ସିଙ୍ଗର୍‌ ଷ୍ଟିଭ୍‌ ଲୁଡ୍‌ୱିନ୍‌ ବିଷାକ୍ତ ସାପ ବିଷକୁ ଶରୀରରେ ପ୍ରବେଶ କରାଇ ମଧ୍ୟ ଜୀବିତ ଅଛନ୍ତି। ଆଜକୁ ୩୦ବର୍ଷ ହେବ ସେ ଏହି କାର୍ଯ୍ୟରେ ଲିପ୍ତ। କିନ୍ତୁ ଆଶ୍ଚର୍ଯ୍ୟ, ତାଙ୍କ ସ୍ବାସ୍ଥ୍ୟରେ କୌଣସି ପ୍ରକାର ଅସୁବିଧା ପରିଲକ୍ଷିତ ହେଉନାହଁି। ପିଲାଦିନେ ସେ ଶୁଣିବାକୁ ପାଇଥିଲେ ଶରୀରରେ ସାପ ବିଷ ଇଞ୍ଜେକସନ୍‌ ମାଧ୍ୟମରେ ଦେବା ଦ୍ୱାରା ଫାଇଦା ମିଳିଥାଏ। ମାତ୍ର ୧୭ ବର୍ଷ ବୟସରେ ସେ ଏହି ଯନ୍ତ୍ରଣାଦାୟକ ପ୍ରକ୍ରିୟାକୁ ନିଜ ଉପରେ ପରୀକ୍ଷଣ କଲେ। ପ୍ରଥମେ ଶରୀର ଉପରେ ବୁନ୍ଦାଏ ବିଷକୁ ରଖି ତାକୁ ଇଞ୍ଜେକସନ୍‌ ମାଧ୍ୟମରେ ଶରୀରକୁ ପ୍ରବେଶ କରାଇଥାନ୍ତି। ଏହା ଏତେ ବିଷାକ୍ତ ଯେ, ଶରୀରରେ ପ୍ରବେଶ କରିବା ମାତ୍ରେ ଲାଲ ରକ୍ତକଣିକାକୁ ନଷ୍ଟ କରିଦିଏ। ଏମିତିକି ରକ୍ତ ସଞ୍ଚାଳନ ବନ୍ଦ ହୋଇ କେଇ ମିନିଟ୍‌ ମଧ୍ୟରେ ଅଙ୍ଗପ୍ରତ୍ୟଙ୍ଗ କାମ କରିବା ବନ୍ଦ କରିଦିଏ ଏବଂ ମଣିଷ ମୃତ୍ୟୁମୁଖକୁ ଚାଲିଯାଏ। କିନ୍ତୁ ଷ୍ଟିଭ୍‌ଙ୍କଠାରେ ସେମିତି କୌଣସି ପ୍ରଭାବ ଦେଖିବାକୁ ମିଳିନାହଁି। ଡାକ୍ତରମାନେ ବି ଷ୍ଟିଭ୍‌ଙ୍କ କୌଶଳକୁ ଦେଖି ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri