Posted inଜାତୀୟ

୩୦ରୁ ଅଧିକ ବର୍ଷ ଧରି ମୁସଲମାନ ପରିବାର ରାମଲୀଳାରେ ବିଭିନ୍ନ ଚରିତ୍ରରେ କରୁଛନ୍ତି ଅଭିନୟ

ଚଣ୍ଡିଗଡ଼,୭।୧୦: ଭାରତରେ ବିଭିନ୍ନତା ମଧ୍ୟରେ ରହିଛି ଏକତା। ଏହାର ଉଦାହରଣ ପାଲଟିଛି ହରିୟାଣା ଆଦମ୍‌ପୁରରେ ଥିବା ଗଣେଶ ରାମଲୀଳା। ଏହି ରାମଲୀଳା ଦଳରେ ଏକ ମୁସଲମାନ ପରିବାରର ୬ ଜଣ ସଦସ୍ୟ ରାମାୟଣର ବିଭିନ୍ନ ଚରିତ୍ରରେ ଦୀର୍ଘ ୩୦ରୁ ଅଧିକ ବର୍ଷ ଧରି ଅଭିନୟ କରୁଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ବର୍ଷ ବୟସ୍କ ଶାହାବୁଦ୍ଦିନ୍‌ କୁରେଶି ରାମ ଭୂମିକାରେ ଅଭିନୟ କରୁଥିବାବେଳେ ୪୩ ବର୍ଷ ବୟସ୍କ ଅନିଫ୍‌ ଅହମ୍ମଦ ଜନକ, ୩୬ ବର୍ଷ ବୟସ୍କ ଲତିଫ୍‌ ଅହମ୍ମଦ ଭରତ, ୪୫ ବର୍ଷ ବୟସ୍କ ଶରିଫ୍‌ ମହମ୍ମଦ ନାରଦ, ୩୮ ବର୍ଷ ବୟସ୍କ ସାଜିଦ୍‌ କ୍ୟୁରେଶି ମନ୍ଥରା ଚରିତ୍ରରେ ଅଭିନୟ କରିଥାନ୍ତି। ଶାହବୁଦ୍ଦିନ୍‌ଙ୍କ ୧୬ ବର୍ଷ ବୟସ୍କ ପୁଅ ପ୍ରବେଝ କୁରେଶି ରାମଙ୍କ ପିଲା ଦିନ ଚରିତ୍ରରେ ଅଭିନୟ କରିଥାନ୍ତି। ଏହି ରାମଲୀଳା ଦଳର ଅଭିନୟ ଅତି ଉଚ୍ଚକୋଟୀର ବୋଲି ସ୍ଥାନୀୟ ଲୋକେ କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?