୩୦ୟୁନିଟ୍‌ ରକ୍ତ ସଂଗ୍ରହ

ବାଲେଶ୍ୱର ଅଫିସ, ୧୪।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ହାଇସ୍କୁଲଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଚ୍ଛା ସଙ୍ଗଠନ ପକ୍ଷରୁ ସୋମବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ୍‌ ୩୦ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା।
ସଙ୍ଗଠନ ପକ୍ଷରୁ ପ୍ରଥମେ ସାବୁନ ଦ୍ୱାରା ଭଲ ଭାବେ ହାତ ଧୋଇବା ପାଇଁ କୁହାଯାଇଥିଲା। ଏହାପରେ ସାନିଟାଇଜରରେ ହାତକୁ ସଫା କରିବା ପରେ ଅପେକ୍ଷା ହଲ୍‌ରେ ସାମାଜିକ ଦୂରତାର ବ୍ୟବସ୍ଥା କରାଯାଇଥିଲା। ଏହା ପରେ ବ୍ଲଡ଼ବ୍ୟାଙ୍କ ଅଫିସର ଡା. ବସନ୍ତ କୁମାର ଉପାଧ୍ୟାୟ, କାଉନସିଲର ସୁଚିସ୍ମିତା ଦାସ, ଲ୍ୟାବଟେଷ୍ଟ ଅଧିକାରୀ ଜ୍ୟୋତିଶ କୁମାର ପ୍ରଧାନ, ଆଟେଣ୍ଡାଣ୍ଟ ଅଜୟ କୁମାର ମହାପାତ୍ର ଓ ବିଜୟ କୁମାର ବଳ ଦୂରତା ରକ୍ଷା କରି ରକ୍ତଦାତାମାନଙ୍କ ଠାରୁ ରକ୍ତଗ୍ରହଣ କରିଥିଲେ। ସଙ୍ଗଠନର ମେଡ଼ିକାଲ କୋଡ଼ିନେଟର୍‌ ଉଦୟଭାନୁ ନାୟକ, ସଭାପତି ବିସ୍ମିତ ରଞ୍ଜନ ଦାସ, ସମ୍ପାଦକ ରଣଜିତ୍‌ କୁମାର ପୃଷ୍ଟି, ଆସିଷ୍ଟାଣ୍ଟ ମେଡ଼ିକାଲ କୋର୍ଡ଼ିନେଟର ଅନ୍ତର୍ଯ୍ୟାମୀ ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri