Posted inଜାତୀୟ

୩୦୩ ସମ୍ମୁଖରେ ୫୨ ରହିବ ଅଧିକ ଓଜନଦାର୍‌: ରାହୁଲ

ନୂଆଦିଲ୍ଲୀ, ୧।୬: ସଂସଦରେ ଭାଜପାର ୩୦୩ ସଦସ୍ୟ ରହିଛନ୍ତି। ଅପରପକ୍ଷରେ କଂଗ୍ରେସ ସଦସ୍ୟ ସଂଖ୍ୟା ୫୨ ରହିଛି। ୩୦୩ ସମ୍ମୁଖରେ ୫୨ ଅଧିକ ଓଜନଦାର୍‌ ରହିବ ବୋଲି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ପ୍ରକାଶ କରିଛନ୍ତି। ସଂସଦର କେନ୍ଦ୍ରୀୟ ହଲ୍‌ରେ କଂଗ୍ରେସ ସସଦୀୟ ଦଳ ନେତା ଚୟନ ସମୟରେ ରାହୁଲ ଏଭଳି କହି ସଦସ୍ୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବାର ଉଦ୍ୟମ କରିଛନ୍ତି। ବିପକ୍ଷ ଦଳ ସଦସ୍ୟଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସେମାନେ ଆକ୍ରାମକ ରହିଲେ ସରକାର ଭୁଲ୍‌ ପଦକ୍ଷେପ ନେଇପାରିବେ ନାହିଁ ବୋଲି ରାହୁଲ କରିଛନ୍ତି। ଲଢ଼େଇ ପୂର୍ବଭଳି ଜାରି ରଖିବାକୁ ରାହୁଲ ସଦସ୍ୟଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri