୩୦ ଗ୍ରାମ ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୨୨ା୧: ପୁରୀ ଅବକାରୀ ପୋଲିସ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରୁ ଜଣେ ଯୁବକଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଗିରଫ କରିଛି। ସେ ହେଲେ ଡେଲାଙ୍ଗ ଥାନା ଅଞ୍ଚଳର ସେବକ ସାହୁପଡ଼ାର ଗଗନ ସାହୁ (୨୭)। ତାଙ୍କଠାରୁ ୩୦ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗଗନ ଭୁବନେଶ୍ୱର ପଟୁ ବସ୍‌ରେ ଆସି ସାକ୍ଷୀଗୋପାଳ ବସ୍‌ଷ୍ଟାଣ୍ଡରେ ଓହ୍ଲାଇ କିଛି ଦୂରରେ ରାସ୍ତାକଡରେ ବ୍ରାଉନସୁଗାର ବିକ୍ରି ପାଇଁ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। କୌଣସି ସୂତ୍ରରୁ ଏହି ଖବର ପାଇ ପୂର୍ବରୁ ଛକିଥିବା ପୁରୀ ଅବକାରୀ ପୋଲିସ ଗ୍ରାହକ ସାଜି ତାଙ୍କ ନିକଟରେ ପହଞ୍ଚତ୍ ତାଙ୍କୁ କାବୁ କରିଥିଲେ। ଏସ୍‌ଆଇ ପ୍ରକାଶ ଚନ୍ଦ୍ର ସାହୁ, ସଦର ଥାନା ଭାରପ୍ରାପ୍ତ ଅଧିକାରୀ ମୁରଲୀଧର ସାହୁ, ଏଏସ୍‌ଆଇ ମହେଶ୍ୱର ମହାନ୍ତି, କନଷ୍ଟେବଳ ଲକ୍ଷ୍ମୀଧର ସାହୁ ପ୍ରମୁଖ ଏହି ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri