Posted inଜାତୀୟ

୩୦ ବର୍ଷ ହେବ ୩ ସରକାରୀ ବିଭାଗରେ କାମ କରୁଥିଲେ ଇଞ୍ଜିନିୟର

ପାଟନା,୨୪।୮: ବିହାରର ସୁରେଶ ରାମ ନାମକ ଜଣେ ଇଞ୍ଜିନିୟର ୩୦ ବର୍ଷ ହେବ ଏକାସାଙ୍ଗେ ୩ଟି ବିଭାଗରେ କାମ କରୁଥିବା ଜଣାପଡିଛି। ସେ ୩ଜିଲାର ୨ ବିଭାଗରେ ୩ଟି ପଦବୀରେ କାମ କରିବା ସହ ସବୁଠାରୁ ଦରମା ମଧ୍ୟ ନେଉଥିଲେ। ଏବେ ସିଏଫ୍‌ଏମ୍‌ଏସ୍‌ ବ୍ୟବସ୍ଥା ମାଧ୍ୟମରେ ଦରମା ଦେବା ସମୟରେ ଏହା ପଦାକୁ ଆସିଛି। ଏହାପରେ ସୁରେଶ ଯେଉଁ ଯେଉଁ ସ୍ଥାନରେ କାମ କରିଥିଲେ ଓ ଦରମା ନେଇଥିଲେ ସେଠାରେ ତାଙ୍କ ନାଁରେ ଏଫ୍‌ଆଇଆର୍‌ ଦିଆଯାଇବା ପରେ ସେ ଫେରାର ହୋଇଯାଇଛନ୍ତି। ଏବେ ଏହାକୁ ନେଇ ବିହାର ସରକାରଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri