୩୦ ମିନିଟ୍‌ରେ ଜାମିନ ମିଳିବା ଘଟଣା: ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍‌ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଏସ୍‌ପି ଜଗମୋହନ ମୀନା ତାଙ୍କୁ ନିଲମ୍ବନ କରିଛନ୍ତି। ଏହି ଘଟଣାରେ ଅଧିକ ତଦନ୍ତ ଚାଲିଥିବା ଏସ୍‌ପି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ ସତ୍ୟଜିତ ପ୍ରଧାନ (୩୩)ଙ୍କଠାରୁ ପୋଲିସ ୩ ବନ୍ଧୁକ ଓ ୯ଟି ଜୀବନ୍ତ ଗୁଳି ଜବତ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ବାପିଙ୍କୁ ୩୦ ମିନିଟ୍‌ରେ ଜାମିନ ମିଳିବା ପରେ ପୋଲିସର ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠିଥିଲା। ଏହି ଘଟଣାରେ ଡିଆଇଜି ଓ ଏସ୍‌ପି ବୁଧବାର ରାତିରେ ଅନୁଗୋଳ ଥାନାରେ ତଦନ୍ତ କରିଥିଲେ। ତେବେ ଉକ୍ତ ଘଟଣାରେ ଏସ୍‌ଆଇ ସେଠୀ ନିଲମ୍ବିତ ହୋଇଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଅନ୍ୟପଟେ, କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଗାଁରେ ପଶିଲା ମହେନ୍ଦ୍ରତନୟାର ପାଣି, ଆତଙ୍କିତ ଲୋକେ

ପାରଳାଖେମୁଣ୍ଡି,୨୯।୧୦(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଜପତି ଜିଲାରେ ବର୍ଷାର ପ୍ରକୋପ ଥମିବାର ନାଁ ନେଉନାହିଁ । ଆନ୍ଧ୍ରପ୍ରଦେଶରେ ବାତ୍ୟା ସ୍ଥଳଭାଗ ଛୁଇଁବାର ୩୬ ଘଣ୍ଟାରୁ ଊର୍ଦ୍ଧ୍ୱ…

ନଭେମ୍ବରରୁ ଦୁର୍ଲଭ ଗଜକେଶରୀ ଯୋଗ: ସିଂହ ସମେତ ୪ ରାଶିଙ୍କର ଲାଗିବ ଲଟେରୀ, ବଢିବ ଧନ! ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ ଗୁରୁ ବୃହସ୍ପତି…

ମାତ୍ର ୨୮ ବର୍ଷ ବୟସରେ କ୍ରିକେଟ୍‌ରୁ ଅବସର ନେଇ ଚକିତ କରିଦେଲେ ଏହି କ୍ରିକେଟର୍‌

ଡବଲିନ,୨୯।୧୦: ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ଆୟରଲାଣ୍ଡର ଲେଗ ସ୍ପିନର ବେନ ହ୍ବାଇଟ। ମାତ୍ର ୨୮ ବର୍ଷ ବୟସରେ ସେ ନିଜର…

ମାତ୍ର ୧୫ ବର୍ଷରେ ଇତିହାସ ରଚିଲେ ଉମା, WPLର ସବୁଠୁ କମ୍‌ ବୟସ୍କ ଖେଳାଳି ଭାବେ…

ନୂଆଦିଲ୍ଲୀ, ୨୯।୧୦: ଉମା କାଶଭୀ ମହିଳା ପ୍ରିମିୟର ଲିଗ (WPL) ନିଲାମ ଇତିହାସରେ ବିକ୍ରି ହୋଇଥିବା ସବୁଠୁ କମ ବୟସ୍କ ଖେଳାଳି ହୋଇଛନ୍ତି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ…

ମିଳିଲା ବଡ଼ ସଫଳତା, ପ୍ଲୁଟୋ ପଛରେ ଲୁଚି ରହିଛି ଆଉ ଏକ ବିଶାଳକାୟ ବାମନ ଗ୍ରହ

ନୂଆଦିଲ୍ଲୀ,୨୯।୧୦: ମହାକାଶ ବିଜ୍ଞାନୀମାନେ ପ୍ଲୁଟୋ ପଛରେ ଲୁଚି ରହିଥିବା ଏକ ବିଶାଳକାୟ ନୂତନ ବାମନ ଗ୍ରହର ସନ୍ଧାନ ପାଇଛନ୍ତି । ଚିଲିରେ ଅବସ୍ଥିତ ବିଶ୍ୱର ସବୁଠାରୁ ବଡ଼…

ନ୍ୟୁଜିଲାଣ୍ଡକୁ ଜୋରଦାର ଝଟ୍‌କା: ଭାରତ ବିପକ୍ଷ ସିରିଜ୍‌ ମଝିରେ ଘଟିଲା…

ଓ୍ବେଲିଂଟନ,୨୯।୧୦:ଭାରତ ବିପକ୍ଷ ଟି-୨୦ ସିରିଜ୍‌ରେ ଆହତ ସମସ୍ୟା ନ୍ୟୁଜିଲାଣ୍ଡ ଦଳର ଚିନ୍ତା ବଢ଼ାଇଛି। ପୂର୍ବରୁ ଆହତ ସମସ୍ୟାରେ ଗତି କରୁଥିବା କିୱି ଦଳକୁ ଆଉ ଏକ ଝଟକା…

ରୋହିଣୀ ନକ୍ଷତ୍ରରେ ଚନ୍ଦ୍ର: ୪ ରାଶିଙ୍କ ଫିଟିବ ଭାଗ୍ୟ, ଧନବର୍ଷା ସହ ମିଳିବ ଚାକିରିରେ ପଦୋନ୍ନତି

ଆଜି କରୱା ଚୌଥ ଅବସରରେ ବୁଧ ଏବଂ ଶୁକ୍ର ଗ୍ରହ ତୁଳା ରାଶିରେ ରହିବା ଯୋଗୁଁ ଲକ୍ଷ୍ମୀ ନାରାୟଣ ଯୋଗ ସୃଷ୍ଟି ହେଉଛି। ତୁଳା ରାଶିରେ ସୂର୍ଯ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?